headlineodisha
Friday, May 9, 2025
  • Home
  • ମୋ ଓଡିଶା
  • ଦେଶ ବିଦେଶ
  • ଅର୍ଥନୀତି
  • ରାଜନୀତି
  • ଶିକ୍ଷା ଓ ସ୍ୱାସ୍ଥ୍ୟ
  • ସାହିତ୍ୟ ଓ ସଂସ୍କୃତି
  • ଅନ୍ୟାନ୍ୟ
  • ଭଲ ଖବର
  • ବିଶେଷ
  • ଅଭିମତ
headlineodisha
  • Home
  • ମୋ ଓଡିଶା
  • ଦେଶ ବିଦେଶ
  • ଅର୍ଥନୀତି
  • ରାଜନୀତି
  • ଶିକ୍ଷା ଓ ସ୍ୱାସ୍ଥ୍ୟ
  • ସାହିତ୍ୟ ଓ ସଂସ୍କୃତି
  • ଅନ୍ୟାନ୍ୟ
  • ଭଲ ଖବର
  • ବିଶେଷ
  • ଅଭିମତ
headline odisha
Home ରାଜନୀତି

ପ୍ରଥମ ପର୍ଯ୍ୟାୟ ରେ ୭୭ପ୍ରତିଶତ ମତଦାନ

by Headline Odisha
in ରାଜନୀତି
0
ପ୍ରଥମ ପର୍ଯ୍ୟାୟ ରେ ୭୭ପ୍ରତିଶତ ମତଦାନ
Share
  •  
  •  
  •  
  •  

ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟ ମତଦାନ ଶେଷ ହୋଇଛି।ପ୍ରଥମ ପର୍ଯ୍ୟାୟ ରେ ପ୍ରାୟ ସବୁ ସ୍ଥାନରେ ୭୦ପ୍ରତିଶତ ରୁ ଅଧିକ ମତଦାନ ହୋଇଛି।କିଛି ସ୍ଥାନରେ ହିଂସା କାଣ୍ଡ ହୋଇଥିବା ବେଳେ ଅଧିକାଂଶ ସ୍ଥାନରେ ଶାନ୍ତିପୂର୍ଣ୍ଣ ଭାବେ ମତ ଦାନ ଶେଷ ହୋଇଛି।ପ୍ରଥମ ପର୍ଯ୍ୟାୟ ରେ ୩୦ଜିଲ୍ଲାର ୭୧ଟି ବ୍ଲକ୍ ର ୨୦୦ଜିଲ୍ଲା ପରିଷଦ ଜୋନ,୧୬୬୯ସରପଞ୍ଚ,ସମିତି ସଭ୍ୟ,୨୨,୩୭୯ ୱାର୍ଡ଼ ରେ ମତ ଦାନ ହୋଇଛି।ସକାଳ ୭ଟା ରୁ ଦିନ ୧ଟା ପର୍ଯ୍ୟନ୍ତ ମତଦାନ ହୋଇଥିଲା।ସମ୍ବେଦନଶୀଳ ବୁଥ ରେ ପୋଲିସ ମୁତୟନ କୁ ଗୁରୁତ୍ବ ଦିଆଯାଇଛି।ବିଭିନ୍ନ ସ୍ଥାନରେ ପ୍ରାର୍ଥୀ ଙ୍କ ଦେହାନ୍ତ ଯୋଗୁଁ ନିର୍ବାଚନ କୁ ରାଜ୍ୟ ନିର୍ବାଚନ କମିଶନ ସ୍ଥଗିତ ରଖିଛନ୍ତି।ପରବର୍ତ୍ତୀ ସମୟରେ ଏହି ସବୁ ସ୍ଥାନରେ ମତଦାନ ହେବ।ଚଳିତ ପଞ୍ଚାୟତ ନିର୍ବାଚନ ୫ଟି ପର୍ଯ୍ୟାୟରେ ଅନୁଷ୍ଠିତ ହେଉଛି

ଗୋଟିଏ ପରିବାରର ୫ ଜଣକୁ ହତ୍ୟା

ଗୋଟିଏ ପରିବାରର ୫ ଜଣକୁ ହତ୍ୟା

April 18, 2022
ଶ୍ରୀଲଙ୍କା ରେ ଖାଦ୍ୟ ସଙ୍କଟ

ଶ୍ରୀଲଙ୍କା ରେ ଖାଦ୍ୟ ସଙ୍କଟ

April 7, 2022
ଜୁନ୍ ରେ ସମବାୟ ନିର୍ବାଚନ

ଜୁନ୍ ରେ ସମବାୟ ନିର୍ବାଚନ

April 5, 2022

Recent News

ଗୋଟିଏ ପରିବାରର ୫ ଜଣକୁ ହତ୍ୟା

ଗୋଟିଏ ପରିବାରର ୫ ଜଣକୁ ହତ୍ୟା

April 18, 2022
ଶ୍ରୀଲଙ୍କା ରେ ଖାଦ୍ୟ ସଙ୍କଟ

ଶ୍ରୀଲଙ୍କା ରେ ଖାଦ୍ୟ ସଙ୍କଟ

April 7, 2022

Quick Links

  • Home
  • ମୋ ଓଡିଶା
  • ଦେଶ ବିଦେଶ
  • ଅର୍ଥନୀତି
  • ରାଜନୀତି
  • ଶିକ୍ଷା ଓ ସ୍ୱାସ୍ଥ୍ୟ
  • ସାହିତ୍ୟ ଓ ସଂସ୍କୃତି
  • ଅନ୍ୟାନ୍ୟ
  • ଭଲ ଖବର
  • ବିଶେଷ
  • ଅଭିମତ

Address

Bhubaneswar

Odisha

India

© 2020

No Result
View All Result
  • Home
  • ମୋ ଓଡିଶା
  • ଦେଶ ବିଦେଶ
  • ଅର୍ଥନୀତି
  • ରାଜନୀତି
  • ଶିକ୍ଷା ଓ ସ୍ୱାସ୍ଥ୍ୟ
  • ସାହିତ୍ୟ ଓ ସଂସ୍କୃତି
  • ଅନ୍ୟାନ୍ୟ
  • ଭଲ ଖବର
  • ବିଶେଷ
  • ଅଭିମତ

© 2020