headlineodisha
Saturday, July 5, 2025
  • Home
  • ମୋ ଓଡିଶା
  • ଦେଶ ବିଦେଶ
  • ଅର୍ଥନୀତି
  • ରାଜନୀତି
  • ଶିକ୍ଷା ଓ ସ୍ୱାସ୍ଥ୍ୟ
  • ସାହିତ୍ୟ ଓ ସଂସ୍କୃତି
  • ଅନ୍ୟାନ୍ୟ
  • ଭଲ ଖବର
  • ବିଶେଷ
  • ଅଭିମତ
headlineodisha
  • Home
  • ମୋ ଓଡିଶା
  • ଦେଶ ବିଦେଶ
  • ଅର୍ଥନୀତି
  • ରାଜନୀତି
  • ଶିକ୍ଷା ଓ ସ୍ୱାସ୍ଥ୍ୟ
  • ସାହିତ୍ୟ ଓ ସଂସ୍କୃତି
  • ଅନ୍ୟାନ୍ୟ
  • ଭଲ ଖବର
  • ବିଶେଷ
  • ଅଭିମତ
headline odisha
Home ରାଜନୀତି

ପଞ୍ଚାୟତ ନିର୍ବାଚନ ରେ ରହିବନି ଓବିସି ସଂରକ୍ଷଣ

by Headline Odisha
in ରାଜନୀତି
0
ପଞ୍ଚାୟତ ନିର୍ବାଚନ ରେ ରହିବନି ଓବିସି ସଂରକ୍ଷଣ
Share
  •  
  •  
  •  
  •  

ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ପ୍ରକାଶ ପାଇଥିବା ସଂରକ୍ଷଣ ତାଲିକା ରବ୍ଦ ହୋଇଯାଇଛି।ସେହି ସ୍ଥାନରେ ଏକ ନୂତନ ଚିଠା ତାଲିକା ପ୍ରକାଶ କରିବାକୁ ହାଇକୋର୍ଟ ରାଜ୍ୟ ସରକାର ଙ୍କୁ ନିର୍ଦେଶ ଦେଇଛନ୍ତି।ସବୁଠାରୁ ଗୁରୁତ୍ବପୂର୍ଣ୍ଣ କଥା ହେଉଛି ଏଥର ପଞ୍ଚାୟତ ନିର୍ବାଚନ ରେ ପଛୁଆବର୍ଗ ଙ୍କ ପାଇଁ କୌଣସି ସଂରକ୍ଷଣ ବ୍ୟବସ୍ଥା ରହିବ ନାହିଁ ଏକ ଥା ହାଇକୋର୍ଟ ତାଙ୍କ ରାୟରେ ସ୍ପଷ୍ଟ କରିଦେଇଛନ୍ତି।ହାଇକୋର୍ଟ ଙ୍କ ଏହି ଆଦେଶ ପରେ ସଂରକ୍ଷଣ କୁ ନେଇ ଦେଖା ଦେଇଥିବା ବାଦ ବିବାଦ ରେ ଅନ୍ତ ଘଟିଛି।ରାଜ୍ୟ ସରକାର ଏବଂ ନିର୍ବାଚନ କମିଶନ ଙ୍କ ପକ୍ଷରୁ ଜବାବ୍ ରଖାଯିବା ପରେ ହାଇକୋର୍ଟ ଏହି ନିର୍ଦ୍ଦେଶ ଦେଇଛନ୍ତି।ଆସନ୍ତା ୨୭ ତାରିଖ ସୁଦ୍ଧା ରାଜ୍ୟ ସରକାର ସଂରକ୍ଷଣ କୁ ନେଇ ନୂତନ ଡ୍ରାଫ୍ଟ ବିଜ୍ଞପ୍ତି ଜାରି କରିବେ।

ଗୋଟିଏ ପରିବାରର ୫ ଜଣକୁ ହତ୍ୟା

ଗୋଟିଏ ପରିବାରର ୫ ଜଣକୁ ହତ୍ୟା

April 18, 2022
ଶ୍ରୀଲଙ୍କା ରେ ଖାଦ୍ୟ ସଙ୍କଟ

ଶ୍ରୀଲଙ୍କା ରେ ଖାଦ୍ୟ ସଙ୍କଟ

April 7, 2022
ଜୁନ୍ ରେ ସମବାୟ ନିର୍ବାଚନ

ଜୁନ୍ ରେ ସମବାୟ ନିର୍ବାଚନ

April 5, 2022

Recent News

ଗୋଟିଏ ପରିବାରର ୫ ଜଣକୁ ହତ୍ୟା

ଗୋଟିଏ ପରିବାରର ୫ ଜଣକୁ ହତ୍ୟା

April 18, 2022
ଶ୍ରୀଲଙ୍କା ରେ ଖାଦ୍ୟ ସଙ୍କଟ

ଶ୍ରୀଲଙ୍କା ରେ ଖାଦ୍ୟ ସଙ୍କଟ

April 7, 2022

Quick Links

  • Home
  • ମୋ ଓଡିଶା
  • ଦେଶ ବିଦେଶ
  • ଅର୍ଥନୀତି
  • ରାଜନୀତି
  • ଶିକ୍ଷା ଓ ସ୍ୱାସ୍ଥ୍ୟ
  • ସାହିତ୍ୟ ଓ ସଂସ୍କୃତି
  • ଅନ୍ୟାନ୍ୟ
  • ଭଲ ଖବର
  • ବିଶେଷ
  • ଅଭିମତ

Address

Bhubaneswar

Odisha

India

© 2020

No Result
View All Result
  • Home
  • ମୋ ଓଡିଶା
  • ଦେଶ ବିଦେଶ
  • ଅର୍ଥନୀତି
  • ରାଜନୀତି
  • ଶିକ୍ଷା ଓ ସ୍ୱାସ୍ଥ୍ୟ
  • ସାହିତ୍ୟ ଓ ସଂସ୍କୃତି
  • ଅନ୍ୟାନ୍ୟ
  • ଭଲ ଖବର
  • ବିଶେଷ
  • ଅଭିମତ

© 2020