headlineodisha
Thursday, July 3, 2025
  • Home
  • ମୋ ଓଡିଶା
  • ଦେଶ ବିଦେଶ
  • ଅର୍ଥନୀତି
  • ରାଜନୀତି
  • ଶିକ୍ଷା ଓ ସ୍ୱାସ୍ଥ୍ୟ
  • ସାହିତ୍ୟ ଓ ସଂସ୍କୃତି
  • ଅନ୍ୟାନ୍ୟ
  • ଭଲ ଖବର
  • ବିଶେଷ
  • ଅଭିମତ
headlineodisha
  • Home
  • ମୋ ଓଡିଶା
  • ଦେଶ ବିଦେଶ
  • ଅର୍ଥନୀତି
  • ରାଜନୀତି
  • ଶିକ୍ଷା ଓ ସ୍ୱାସ୍ଥ୍ୟ
  • ସାହିତ୍ୟ ଓ ସଂସ୍କୃତି
  • ଅନ୍ୟାନ୍ୟ
  • ଭଲ ଖବର
  • ବିଶେଷ
  • ଅଭିମତ
headline odisha
Home ଶିକ୍ଷା ଓ ସ୍ୱାସ୍ଥ୍ୟ

ନୂଆ ବର୍ଷ ରେ ଖୋଲିବ ସ୍କୁଲ୍

by Headline Odisha
in ଶିକ୍ଷା ଓ ସ୍ୱାସ୍ଥ୍ୟ
0
ନୂଆ ବର୍ଷ ରେ ଖୋଲିବ ସ୍କୁଲ୍
Share
  •  
  •  
  •  
  •  

ଜାନୁଆରୀ ୩ରୁ ଖୋଲିବ ପ୍ରାଥମିକ ସ୍କୁଲ।ନୂଆବର୍ଷ ରୁ ପ୍ରଥମ ରୁ ପଞ୍ଚମ ଶ୍ରେଣୀ ଯାଏଁ କ୍ଲାସ୍ ଖୋଲାରହିବ। କୋଭିଡ଼ ଗାଇଡି ଲାଇନ ଅନୁସାରେ ପାଠ ପଢା ହେବ। ସାରା ରାଜ୍ୟରେ ପ୍ରଥମ ରୁ ପଞ୍ଚମ ଶ୍ରେଣୀ ଯାଏଁ ଥିବା ୨୭ ହାଜର ବିଦ୍ୟାଳୟ ଖୋଲିବ।ଏହି ସମସ୍ତ ବିଦ୍ୟାଳୟ ଜାନୁଆରୀ ୩ରୁ ଖୋଲିବା ନେଇ ରାଜ୍ୟ ସରକାର ନିଷ୍ପତି ନେଇଛନ୍ତି।ସକାଳ ୯ଟା ରୁ ଦିନ ୧୨ଟା ପର୍ଯ୍ୟନ୍ତ ସ୍କୁଲ୍ ଖୋଲା ରହିବ।ଖୁବ୍ ଶୀଘ୍ର ରାଜ୍ୟ ସରକାର ଏନେଇ sop ଜାରି କରିବେ। କୋରୋନ ପାଇଁ ଦୀର୍ଘ ଦିନ ହେବ ବିଦ୍ୟାଳୟ ବନ୍ଦ ରହିଥିଲା।୨୧ ମାସ ପରେ ଅଫଳାଇନ ରେ ପାଠ ପଢିବେ ଛାତ୍ର ଛାତ୍ରୀ

ଗୋଟିଏ ପରିବାରର ୫ ଜଣକୁ ହତ୍ୟା

ଗୋଟିଏ ପରିବାରର ୫ ଜଣକୁ ହତ୍ୟା

April 18, 2022
ଶ୍ରୀଲଙ୍କା ରେ ଖାଦ୍ୟ ସଙ୍କଟ

ଶ୍ରୀଲଙ୍କା ରେ ଖାଦ୍ୟ ସଙ୍କଟ

April 7, 2022
ଜୁନ୍ ରେ ସମବାୟ ନିର୍ବାଚନ

ଜୁନ୍ ରେ ସମବାୟ ନିର୍ବାଚନ

April 5, 2022

Recent News

ଗୋଟିଏ ପରିବାରର ୫ ଜଣକୁ ହତ୍ୟା

ଗୋଟିଏ ପରିବାରର ୫ ଜଣକୁ ହତ୍ୟା

April 18, 2022
ଶ୍ରୀଲଙ୍କା ରେ ଖାଦ୍ୟ ସଙ୍କଟ

ଶ୍ରୀଲଙ୍କା ରେ ଖାଦ୍ୟ ସଙ୍କଟ

April 7, 2022

Quick Links

  • Home
  • ମୋ ଓଡିଶା
  • ଦେଶ ବିଦେଶ
  • ଅର୍ଥନୀତି
  • ରାଜନୀତି
  • ଶିକ୍ଷା ଓ ସ୍ୱାସ୍ଥ୍ୟ
  • ସାହିତ୍ୟ ଓ ସଂସ୍କୃତି
  • ଅନ୍ୟାନ୍ୟ
  • ଭଲ ଖବର
  • ବିଶେଷ
  • ଅଭିମତ

Address

Bhubaneswar

Odisha

India

© 2020

No Result
View All Result
  • Home
  • ମୋ ଓଡିଶା
  • ଦେଶ ବିଦେଶ
  • ଅର୍ଥନୀତି
  • ରାଜନୀତି
  • ଶିକ୍ଷା ଓ ସ୍ୱାସ୍ଥ୍ୟ
  • ସାହିତ୍ୟ ଓ ସଂସ୍କୃତି
  • ଅନ୍ୟାନ୍ୟ
  • ଭଲ ଖବର
  • ବିଶେଷ
  • ଅଭିମତ

© 2020