headlineodisha
Saturday, July 5, 2025
  • Home
  • ମୋ ଓଡିଶା
  • ଦେଶ ବିଦେଶ
  • ଅର୍ଥନୀତି
  • ରାଜନୀତି
  • ଶିକ୍ଷା ଓ ସ୍ୱାସ୍ଥ୍ୟ
  • ସାହିତ୍ୟ ଓ ସଂସ୍କୃତି
  • ଅନ୍ୟାନ୍ୟ
  • ଭଲ ଖବର
  • ବିଶେଷ
  • ଅଭିମତ
headlineodisha
  • Home
  • ମୋ ଓଡିଶା
  • ଦେଶ ବିଦେଶ
  • ଅର୍ଥନୀତି
  • ରାଜନୀତି
  • ଶିକ୍ଷା ଓ ସ୍ୱାସ୍ଥ୍ୟ
  • ସାହିତ୍ୟ ଓ ସଂସ୍କୃତି
  • ଅନ୍ୟାନ୍ୟ
  • ଭଲ ଖବର
  • ବିଶେଷ
  • ଅଭିମତ
headline odisha
Home ରାଜନୀତି

ଜାନୁଆରୀ ୧୦ ତାରିଖ ରେ ପଞ୍ଚାୟତ ନିର୍ବାଚନ ପାଇଁ ବସିବ ସର୍ବାଦଳୀୟ ବୈଠକ

by Headline Odisha
in ରାଜନୀତି
0
ଜାନୁଆରୀ ୧୦ ତାରିଖ ରେ ପଞ୍ଚାୟତ ନିର୍ବାଚନ ପାଇଁ ବସିବ ସର୍ବାଦଳୀୟ ବୈଠକ
Share
  •  
  •  
  •  
  •  

ଜାନୁଆରୀ ୧୦ତାରିଖରେ ରାଜ୍ୟ ନିର୍ବାଚନ କମିଶନ ଡାକିଛନ୍ତି ସର୍ବାଦଳୀୟ ବୈଠକ।ରାଜ୍ୟର ତ୍ରିସ୍ତରୀୟ ପଞ୍ଚାୟତିରାଜ ଅନୁଷ୍ଠାନ ଗୁଡିକରେ ହେବାକୁ ଥିବା ସାଧାରଣ ନିର୍ବାଚନ ୨୦୨୨ନିମନ୍ତେ ରାଜ୍ୟ ନିର୍ବାଚନ କମିଶନ ଆସନ୍ତା ୧୦ତାରିଖ ରେ ସର୍ବାଦଳୀୟ ବୈଠକ ଡାକିଛନ୍ତି।ରାଜ୍ୟରେ ଜିଲ୍ଲାପରିଷଦ ଗୁଡ଼ିକର କାର୍ଯ୍ୟକାଳ ୨୦୨୨ମାର୍ଚ୍ଚ ମାସ ଦ୍ଵିତୀୟ ସପ୍ତାହ ରେ ଶେଷ ହେବ।ନିୟମାନୁସାରେ ୫ବର୍ଷ କାର୍ଯ୍ୟକାଳ ଶେଷ ହେବା ପୂର୍ବରୁ ନିର୍ବାଚନ ହେବା ଆବଶ୍ୟକ। ଅବାଧ ଓ ନିରପେକ୍ଷ ନିର୍ବାଚନ ପାଇଁ ରାଜନୈତିକ ଦଳ ମାନଙ୍କ ସହ ବିଚାରବିମର୍ଶ କରିବା ନିମନ୍ତେ ରାଜ୍ୟ ନିର୍ବାଚନ କମିଶନ ଜାନୁଆରୀ ୧୦ ତାରିଖ ଦିନ ୧୧ଟା ୩୦ସମୟରେ ବୈଠକ ଡାକିଛନ୍ତି।ଭୁବନେଶ୍ୱର ଗୀତ ଗୋବିନ୍ଦ ସଦନ୍ ସଭା ଗୃହରେ ବୈଠକ ହେବ। କୋଭିଡ କଟକଣାକୁ ଦୃଷ୍ଟି ରେ ରଖି ସମସ୍ତ ରାଜନୀତିକ ଦଳର ଜଣେ ଲେଖାଏଁ ସଦସ୍ୟ ବୈଠକ ରେ ଯୋଗ ଦେବେ।ଏନେଇ ନିର୍ବାଚନ ଆୟୋଗ ଙ୍କ ପକ୍ଷରୁ ଚିଠି କରାଯାଇଛି।ସର୍ବାଦଳୀୟ ବୈଠକ ପରେ ନିର୍ବାଚନ ତାରିଖ ଘୋଷଣା ହେବାର ସମ୍ଭାବନା ରହିଛି

ଗୋଟିଏ ପରିବାରର ୫ ଜଣକୁ ହତ୍ୟା

ଗୋଟିଏ ପରିବାରର ୫ ଜଣକୁ ହତ୍ୟା

April 18, 2022
ଶ୍ରୀଲଙ୍କା ରେ ଖାଦ୍ୟ ସଙ୍କଟ

ଶ୍ରୀଲଙ୍କା ରେ ଖାଦ୍ୟ ସଙ୍କଟ

April 7, 2022
ଜୁନ୍ ରେ ସମବାୟ ନିର୍ବାଚନ

ଜୁନ୍ ରେ ସମବାୟ ନିର୍ବାଚନ

April 5, 2022

Recent News

ଗୋଟିଏ ପରିବାରର ୫ ଜଣକୁ ହତ୍ୟା

ଗୋଟିଏ ପରିବାରର ୫ ଜଣକୁ ହତ୍ୟା

April 18, 2022
ଶ୍ରୀଲଙ୍କା ରେ ଖାଦ୍ୟ ସଙ୍କଟ

ଶ୍ରୀଲଙ୍କା ରେ ଖାଦ୍ୟ ସଙ୍କଟ

April 7, 2022

Quick Links

  • Home
  • ମୋ ଓଡିଶା
  • ଦେଶ ବିଦେଶ
  • ଅର୍ଥନୀତି
  • ରାଜନୀତି
  • ଶିକ୍ଷା ଓ ସ୍ୱାସ୍ଥ୍ୟ
  • ସାହିତ୍ୟ ଓ ସଂସ୍କୃତି
  • ଅନ୍ୟାନ୍ୟ
  • ଭଲ ଖବର
  • ବିଶେଷ
  • ଅଭିମତ

Address

Bhubaneswar

Odisha

India

© 2020

No Result
View All Result
  • Home
  • ମୋ ଓଡିଶା
  • ଦେଶ ବିଦେଶ
  • ଅର୍ଥନୀତି
  • ରାଜନୀତି
  • ଶିକ୍ଷା ଓ ସ୍ୱାସ୍ଥ୍ୟ
  • ସାହିତ୍ୟ ଓ ସଂସ୍କୃତି
  • ଅନ୍ୟାନ୍ୟ
  • ଭଲ ଖବର
  • ବିଶେଷ
  • ଅଭିମତ

© 2020