headlineodisha
Saturday, July 5, 2025
  • Home
  • ମୋ ଓଡିଶା
  • ଦେଶ ବିଦେଶ
  • ଅର୍ଥନୀତି
  • ରାଜନୀତି
  • ଶିକ୍ଷା ଓ ସ୍ୱାସ୍ଥ୍ୟ
  • ସାହିତ୍ୟ ଓ ସଂସ୍କୃତି
  • ଅନ୍ୟାନ୍ୟ
  • ଭଲ ଖବର
  • ବିଶେଷ
  • ଅଭିମତ
headlineodisha
  • Home
  • ମୋ ଓଡିଶା
  • ଦେଶ ବିଦେଶ
  • ଅର୍ଥନୀତି
  • ରାଜନୀତି
  • ଶିକ୍ଷା ଓ ସ୍ୱାସ୍ଥ୍ୟ
  • ସାହିତ୍ୟ ଓ ସଂସ୍କୃତି
  • ଅନ୍ୟାନ୍ୟ
  • ଭଲ ଖବର
  • ବିଶେଷ
  • ଅଭିମତ
headline odisha
Home ରାଜନୀତି

ପ୍ରଥମ ଦିନରେ ୮୭୭୨ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କଲେ

by Headline Odisha
in ରାଜନୀତି
0
ପ୍ରଥମ ଦିନରେ ୮୭୭୨ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କଲେ
Share
  •  
  •  
  •  
  •  

ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ସୋମବାର ପ୍ରାର୍ଥୀ ପତ୍ର ଦାଖଲ ଆରମ୍ଭ ହୋଇଯାଇଛି।ପ୍ରଥମ ଦିନ ସାରା ରାଜ୍ୟରେ ୮୭୭୨ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି।ୱାର୍ଡ଼ ମେମ୍ବର ୭୧୧୬ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରି ଥିବାବେଳେ ସମିତି ସଭ୍ୟ ପ୍ରାର୍ଥୀ ୫୧୨ଜଣ ନାମାଙ୍କନ ପତ୍ର ଦାଖଲ କରିଛନ୍ତି।ସେହିପରି ସରପଞ୍ଚ ପ୍ରାର୍ଥୀ ୧୧୨୨ଜଣ ଏବଂ ଜିଲ୍ଲାପରିଷଦ ସଭ୍ୟ ୨୨ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି।ନାମାଙ୍କନ ପତ୍ର ଦାଖଲ ସମୟରେ କୋଭିଡ ନିୟମ ମାନିବାକୁ ନିର୍ଦେଶ ଦେଇଛନ୍ତି ରାଜ୍ୟ ନିର୍ବାଚନ କମିଶନ।।ନାମାଙ୍କନ ପତ୍ର ଦାଖଲ ର ଶେଷ ଦିନ ରହିଛି ଜାନୁଆରୀ ୨୧।ପ୍ରାର୍ଥୀ ଙ୍କ ସହ ଜଣେ ମାତ୍ର ଲୋକ ନାମାଙ୍କନ ପତ୍ର ଦାଖଲ ସମୟରେ ଉପସ୍ଥିତ ରହିବେ।କୌଣସି ସମାବେଶ ,ଶୋଭାଯାତ୍ରା ହୋଇପାରିବ ନାହିଁ।୫ଜଣ ଲୋକ ଘରକୁ ଘର ବୁଲି ପ୍ରାର୍ଥୀ ଙ୍କ ସହ ବୁଲି ପ୍ରଚାର କରିବେ

ଗୋଟିଏ ପରିବାରର ୫ ଜଣକୁ ହତ୍ୟା

ଗୋଟିଏ ପରିବାରର ୫ ଜଣକୁ ହତ୍ୟା

April 18, 2022
ଶ୍ରୀଲଙ୍କା ରେ ଖାଦ୍ୟ ସଙ୍କଟ

ଶ୍ରୀଲଙ୍କା ରେ ଖାଦ୍ୟ ସଙ୍କଟ

April 7, 2022
ଜୁନ୍ ରେ ସମବାୟ ନିର୍ବାଚନ

ଜୁନ୍ ରେ ସମବାୟ ନିର୍ବାଚନ

April 5, 2022

Recent News

ଗୋଟିଏ ପରିବାରର ୫ ଜଣକୁ ହତ୍ୟା

ଗୋଟିଏ ପରିବାରର ୫ ଜଣକୁ ହତ୍ୟା

April 18, 2022
ଶ୍ରୀଲଙ୍କା ରେ ଖାଦ୍ୟ ସଙ୍କଟ

ଶ୍ରୀଲଙ୍କା ରେ ଖାଦ୍ୟ ସଙ୍କଟ

April 7, 2022

Quick Links

  • Home
  • ମୋ ଓଡିଶା
  • ଦେଶ ବିଦେଶ
  • ଅର୍ଥନୀତି
  • ରାଜନୀତି
  • ଶିକ୍ଷା ଓ ସ୍ୱାସ୍ଥ୍ୟ
  • ସାହିତ୍ୟ ଓ ସଂସ୍କୃତି
  • ଅନ୍ୟାନ୍ୟ
  • ଭଲ ଖବର
  • ବିଶେଷ
  • ଅଭିମତ

Address

Bhubaneswar

Odisha

India

© 2020

No Result
View All Result
  • Home
  • ମୋ ଓଡିଶା
  • ଦେଶ ବିଦେଶ
  • ଅର୍ଥନୀତି
  • ରାଜନୀତି
  • ଶିକ୍ଷା ଓ ସ୍ୱାସ୍ଥ୍ୟ
  • ସାହିତ୍ୟ ଓ ସଂସ୍କୃତି
  • ଅନ୍ୟାନ୍ୟ
  • ଭଲ ଖବର
  • ବିଶେଷ
  • ଅଭିମତ

© 2020