headlineodisha
Sunday, May 11, 2025
  • Home
  • ମୋ ଓଡିଶା
  • ଦେଶ ବିଦେଶ
  • ଅର୍ଥନୀତି
  • ରାଜନୀତି
  • ଶିକ୍ଷା ଓ ସ୍ୱାସ୍ଥ୍ୟ
  • ସାହିତ୍ୟ ଓ ସଂସ୍କୃତି
  • ଅନ୍ୟାନ୍ୟ
  • ଭଲ ଖବର
  • ବିଶେଷ
  • ଅଭିମତ
headlineodisha
  • Home
  • ମୋ ଓଡିଶା
  • ଦେଶ ବିଦେଶ
  • ଅର୍ଥନୀତି
  • ରାଜନୀତି
  • ଶିକ୍ଷା ଓ ସ୍ୱାସ୍ଥ୍ୟ
  • ସାହିତ୍ୟ ଓ ସଂସ୍କୃତି
  • ଅନ୍ୟାନ୍ୟ
  • ଭଲ ଖବର
  • ବିଶେଷ
  • ଅଭିମତ
headline odisha
Home ରାଜନୀତି

ପୌର ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ

by Headline Odisha
in ରାଜନୀତି
0
ଖୁବ୍ ଶୀଘ୍ର ଘୋଷଣା ହେବ ପୌର ନିର୍ବାଚନ ତାରିଖ
Share
  •  
  •  
  •  
  •  

ପୌର ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ କରିଛନ୍ତି ରାଜ୍ୟ ନିର୍ବାଚନ କମିଶନ।ପଞ୍ଚାୟତ ନିର୍ବାଚନ ପରେ ହେବ ପୌର ନିର୍ବାଚନ।ପୌର ନିର୍ବାଚନ କୁ ଅବାଧ ଓ ନିରପେକ୍ଷ କରିବା ପାଇଁ ରାଜ୍ୟ ନିର୍ବାଚନ କମିଶନ ସର୍ବାଦଳୀୟ ବୈଠକ ଡାକିଥିଲେ। ରାଜ୍ୟ ନିର୍ବାଚନ ଆୟୋଗ ଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ସବୁ ରାଜନୈତିକ ଦଳର ପ୍ରତିନିଧି ଯୋଗ ଦେଇଥିଲେ।ଭୋଟର ତାଲିକା ସଂଶୋଧନ ଏବଂ ପୌର ନିର୍ବାଚନ ପ୍ରସ୍ତୁତି ନେଇ ବୈଠକ ରେ ଆଲୋଚନା ହୋଇଛି।ନିର୍ବାଚନ ହେବ ସପକ୍ଷରେ ସବୁ ଦଳ ମତ ରଖିଛନ୍ତି।ନିର୍ବାଚନ କମିଶନର କହିଛନ୍ତି ମେୟର ଏବଂ ଅଧ୍ୟକ୍ଷ ପଦ ପାଇଁ ସିଧାସଳଖ ନିର୍ବାଚନ ହେବା।ପୌର ନିର୍ବାଚନ ଇଭିଏମ ଦ୍ଵାରା କରାଯିବ।ପ୍ରତି ବୁଥ କୁ ଦୁଇଟି ଲେଖାଏଁ ଇଭି ଏମ ଦିଆଯିବ।ପ୍ରାର୍ଥୀ ମାନେ ସତ୍ୟପାଠ ଦେବା ବାଧ୍ୟତାମୂଳକ ।ଫେବୃଆରୀ ୨୪ରେ ପ୍ରକାଶ ପାଇବ ଚୂଡାନ୍ତ voter ତାଲିକା।ନିର୍ଭୁଲ ଭୋଟର ତାଲିକା ପ୍ରସ୍ତୁତି ଉପରେ ଗୁରୁତ୍ବ ଦିଆଯାଇଛି।ଖରାଦିନେ ପୌର ନିର୍ବାଚନ ହେବ।ପିଇବା ପାଣି ଉପରେ ବୈଠକ ରେ ଗୁରୁତ୍ବ ଦିଆଯାଇଛି।

ଗୋଟିଏ ପରିବାରର ୫ ଜଣକୁ ହତ୍ୟା

ଗୋଟିଏ ପରିବାରର ୫ ଜଣକୁ ହତ୍ୟା

April 18, 2022
ଶ୍ରୀଲଙ୍କା ରେ ଖାଦ୍ୟ ସଙ୍କଟ

ଶ୍ରୀଲଙ୍କା ରେ ଖାଦ୍ୟ ସଙ୍କଟ

April 7, 2022
ଜୁନ୍ ରେ ସମବାୟ ନିର୍ବାଚନ

ଜୁନ୍ ରେ ସମବାୟ ନିର୍ବାଚନ

April 5, 2022

Recent News

ଗୋଟିଏ ପରିବାରର ୫ ଜଣକୁ ହତ୍ୟା

ଗୋଟିଏ ପରିବାରର ୫ ଜଣକୁ ହତ୍ୟା

April 18, 2022
ଶ୍ରୀଲଙ୍କା ରେ ଖାଦ୍ୟ ସଙ୍କଟ

ଶ୍ରୀଲଙ୍କା ରେ ଖାଦ୍ୟ ସଙ୍କଟ

April 7, 2022

Quick Links

  • Home
  • ମୋ ଓଡିଶା
  • ଦେଶ ବିଦେଶ
  • ଅର୍ଥନୀତି
  • ରାଜନୀତି
  • ଶିକ୍ଷା ଓ ସ୍ୱାସ୍ଥ୍ୟ
  • ସାହିତ୍ୟ ଓ ସଂସ୍କୃତି
  • ଅନ୍ୟାନ୍ୟ
  • ଭଲ ଖବର
  • ବିଶେଷ
  • ଅଭିମତ

Address

Bhubaneswar

Odisha

India

© 2020

No Result
View All Result
  • Home
  • ମୋ ଓଡିଶା
  • ଦେଶ ବିଦେଶ
  • ଅର୍ଥନୀତି
  • ରାଜନୀତି
  • ଶିକ୍ଷା ଓ ସ୍ୱାସ୍ଥ୍ୟ
  • ସାହିତ୍ୟ ଓ ସଂସ୍କୃତି
  • ଅନ୍ୟାନ୍ୟ
  • ଭଲ ଖବର
  • ବିଶେଷ
  • ଅଭିମତ

© 2020