headlineodisha
Monday, June 16, 2025
  • Home
  • ମୋ ଓଡିଶା
  • ଦେଶ ବିଦେଶ
  • ଅର୍ଥନୀତି
  • ରାଜନୀତି
  • ଶିକ୍ଷା ଓ ସ୍ୱାସ୍ଥ୍ୟ
  • ସାହିତ୍ୟ ଓ ସଂସ୍କୃତି
  • ଅନ୍ୟାନ୍ୟ
  • ଭଲ ଖବର
  • ବିଶେଷ
  • ଅଭିମତ
headlineodisha
  • Home
  • ମୋ ଓଡିଶା
  • ଦେଶ ବିଦେଶ
  • ଅର୍ଥନୀତି
  • ରାଜନୀତି
  • ଶିକ୍ଷା ଓ ସ୍ୱାସ୍ଥ୍ୟ
  • ସାହିତ୍ୟ ଓ ସଂସ୍କୃତି
  • ଅନ୍ୟାନ୍ୟ
  • ଭଲ ଖବର
  • ବିଶେଷ
  • ଅଭିମତ
headline odisha
Home ରାଜନୀତି

ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ସରିବ ପ୍ରଚାର

by Headline Odisha
in ରାଜନୀତି
0
ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ସରିବ ପ୍ରଚାର
Share
  •  
  •  
  •  
  •  

ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ମତଦାନ ଫେବୃଆରୀ ୧୬ ରେ ହେବ।୩୬ଘଣ୍ଟା ପୂର୍ବରୁ ପ୍ରଚାର ବନ୍ଦ କରିବା ପାଇଁ ରାଜ୍ୟ ନିର୍ବାଚନ କମିଶନ ନିର୍ଦ୍ଦେଶ ଦେଇଛନ୍ତି।ସବୁ ଜିଲ୍ଲା ର ଜିଲ୍ଲାପାଳ ଏବଂ ଏସପି ଙ୍କ କଡ଼ା ନିର୍ଦେଶ ଦେଇଛନ୍ତି ନିର୍ବାଚନ ଆୟୋଗ। ପ୍ରାର୍ଥୀ ଙ୍କ ପ୍ରଚାର ଏବଂ ଡାକ ବାଜି ଯନ୍ତ୍ର ଦ୍ବାରା ପ୍ରଚାର ଆଜିଠାରୁ ବନ୍ଦ ରହିବ।୧୬ତାରିଖ ଦିନ ରାଜ୍ୟର ୩୦ ଜିଲ୍ଲାର ୭୧ଟି ବ୍ଲକ୍ ର ୨୦୦ଜିଲ୍ଲା ପରିଷଦ ଜୋନ୍ ,୧୬୬୯ ଟି ସରପଞ୍ଚ ଏବଂ ସମିତି ସଭ୍ୟ ପଦ ପାଇଁ ଭୋଟ ଗ୍ରହଣ କରାଯିବ।ପୋଲିଂ ପାର୍ଟି ମତଦାନ କେନ୍ଦ୍ର ରେ ପହଞ୍ଚିବା ପାଇଁ ବ୍ୟବସ୍ଥା ହୋଇଛି।ଏଥର ଭୋଟ ଗଣତି ବ୍ଲକ୍ ମୁଖ୍ୟାଳୟରେ କରାଯିବ।ପ୍ରାୟ ୬୭ଲକ୍ଷ ୫୧ହାଜର ଭୋଟର ମତଦାନ କରିବେ।୨୨ହାଜର ୩୭୯ଟି ବୁଥ ରେ ଭୋଟ ଗ୍ରହଣ କରାଯିବ

ଗୋଟିଏ ପରିବାରର ୫ ଜଣକୁ ହତ୍ୟା

ଗୋଟିଏ ପରିବାରର ୫ ଜଣକୁ ହତ୍ୟା

April 18, 2022
ଶ୍ରୀଲଙ୍କା ରେ ଖାଦ୍ୟ ସଙ୍କଟ

ଶ୍ରୀଲଙ୍କା ରେ ଖାଦ୍ୟ ସଙ୍କଟ

April 7, 2022
ଜୁନ୍ ରେ ସମବାୟ ନିର୍ବାଚନ

ଜୁନ୍ ରେ ସମବାୟ ନିର୍ବାଚନ

April 5, 2022

Recent News

ଗୋଟିଏ ପରିବାରର ୫ ଜଣକୁ ହତ୍ୟା

ଗୋଟିଏ ପରିବାରର ୫ ଜଣକୁ ହତ୍ୟା

April 18, 2022
ଶ୍ରୀଲଙ୍କା ରେ ଖାଦ୍ୟ ସଙ୍କଟ

ଶ୍ରୀଲଙ୍କା ରେ ଖାଦ୍ୟ ସଙ୍କଟ

April 7, 2022

Quick Links

  • Home
  • ମୋ ଓଡିଶା
  • ଦେଶ ବିଦେଶ
  • ଅର୍ଥନୀତି
  • ରାଜନୀତି
  • ଶିକ୍ଷା ଓ ସ୍ୱାସ୍ଥ୍ୟ
  • ସାହିତ୍ୟ ଓ ସଂସ୍କୃତି
  • ଅନ୍ୟାନ୍ୟ
  • ଭଲ ଖବର
  • ବିଶେଷ
  • ଅଭିମତ

Address

Bhubaneswar

Odisha

India

© 2020

No Result
View All Result
  • Home
  • ମୋ ଓଡିଶା
  • ଦେଶ ବିଦେଶ
  • ଅର୍ଥନୀତି
  • ରାଜନୀତି
  • ଶିକ୍ଷା ଓ ସ୍ୱାସ୍ଥ୍ୟ
  • ସାହିତ୍ୟ ଓ ସଂସ୍କୃତି
  • ଅନ୍ୟାନ୍ୟ
  • ଭଲ ଖବର
  • ବିଶେଷ
  • ଅଭିମତ

© 2020