headlineodisha
Friday, July 4, 2025
  • Home
  • ମୋ ଓଡିଶା
  • ଦେଶ ବିଦେଶ
  • ଅର୍ଥନୀତି
  • ରାଜନୀତି
  • ଶିକ୍ଷା ଓ ସ୍ୱାସ୍ଥ୍ୟ
  • ସାହିତ୍ୟ ଓ ସଂସ୍କୃତି
  • ଅନ୍ୟାନ୍ୟ
  • ଭଲ ଖବର
  • ବିଶେଷ
  • ଅଭିମତ
headlineodisha
  • Home
  • ମୋ ଓଡିଶା
  • ଦେଶ ବିଦେଶ
  • ଅର୍ଥନୀତି
  • ରାଜନୀତି
  • ଶିକ୍ଷା ଓ ସ୍ୱାସ୍ଥ୍ୟ
  • ସାହିତ୍ୟ ଓ ସଂସ୍କୃତି
  • ଅନ୍ୟାନ୍ୟ
  • ଭଲ ଖବର
  • ବିଶେଷ
  • ଅଭିମତ
headline odisha
Home ରାଜନୀତି

୨୦୨୨,ଫେବୃଆରୀ ମାସରେ ହେବ ପଞ୍ଚାୟତ ନିର୍ବାଚନ

by Headline Odisha
in ରାଜନୀତି
0
୨୦୨୨,ଫେବୃଆରୀ ମାସରେ ହେବ ପଞ୍ଚାୟତ ନିର୍ବାଚନ
Share
  •  
  •  
  •  
  •  

ଖୁବ୍ ଶୀଘ୍ର ଘୋଷଣା ହେବ ପଞ୍ଚାୟତ ନିର୍ବାଚନ ପାଇଁ ତାରିଖ।ରାଜ୍ୟ ନିର୍ବାଚନ ଆୟୋଗ ଚଳିତ ମାସ ଶେଷ ସପ୍ତାହ ରେ ପଞ୍ଚାୟତ ନିର୍ବାଚନ ପାଇଁ ତାରିଖ ଘୋଷଣା କରିବେ।ଏନେଇ ରାଜ୍ୟ ନିର୍ବାଚନ ଆୟୋଗ ଙ୍କ କାର୍ଯ୍ୟଳୟ ପକ୍ଷରୁ ସୂଚନା ଦିଆଯାଇଛି।୨୦୨୨ଫେବୃଆରୀ ମାସରେ ହେବ ନିର୍ବାଚନ।ପଞ୍ଚାୟତ ଏବଂ ପୌର ନିର୍ବାଚନ ପାଇଁ ନିର୍ବାଚନ ଆୟୋଗ ଙ୍କ ପକ୍ଷରୁ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଁଚିଛି।ଡିସେମ୍ବର ୧୬ରେ ପ୍ରକାଶ ପାଇବ ଚୂଡାନ୍ତ ଭୋଟର ତାଲିକା।୨୦୨୨ଜାନୁଆରୀ ମାସ ସୁଦ୍ଧା ଯେଉଁ ମାନଙ୍କର ବୟସ ୧୮ବର୍ଷ ହୋଇଥିବ ସେମାନଙ୍କୁ ନୂଆ ଭୋଟର ତାଲିକାରେ ସାମିଲ କରାଯିବ। କଭିଡ୍ gaudline ଅନୁସାରେ ମତ ଦାନ କରାଯିବ।ସରପଞ୍ଚ,ସମିତିସଭ୍ୟ,ଜିଲ୍ଲା ପରିଷଦ ପ୍ରାର୍ଥୀ ଙ୍କ ଖର୍ଚ୍ଚ ସୀମା ବୃଦ୍ଧି କରିସାରିଛନ୍ତି ନିର୍ବାଚନ କମିଶନର।ଚଳିତ ପଞ୍ଚାୟତ ନିର୍ବାଚନ ରେ ୬,୭୯୪ସରପଞ୍ଚ,୮୫୩ଜିଲ୍ଲାପରିଷଦ,୬,୬୯୪ ଜଣ ସମିତି ସଭ୍ୟ ପ୍ରାର୍ଥୀ ଙ୍କ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ।ଚଳିତ ବର୍ଷ ମତଦାନ ଶେଷ ହେବା ପରେ ବ୍ଲକ୍ ସ୍ତରରେ ଗଣତି କରାଯିବ।ଏନେଇ ରାଜ୍ୟ ନିର୍ବାଚନ ଆୟୋଗ ରାଜ୍ୟର ସମସ୍ତ ଜିଲ୍ଲାପାଳ ମାନଙ୍କ ସହ ପ୍ରସ୍ତୁତି ବୈଠକ କରିସାରିଛନ୍ତି।ଏପଟେ ତିନୋଟି ରାଜନୀତିକ ଦଳ ପଞ୍ଚାୟତ ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ କରିଛନ୍ତି।

ଗୋଟିଏ ପରିବାରର ୫ ଜଣକୁ ହତ୍ୟା

ଗୋଟିଏ ପରିବାରର ୫ ଜଣକୁ ହତ୍ୟା

April 18, 2022
ଶ୍ରୀଲଙ୍କା ରେ ଖାଦ୍ୟ ସଙ୍କଟ

ଶ୍ରୀଲଙ୍କା ରେ ଖାଦ୍ୟ ସଙ୍କଟ

April 7, 2022
ଜୁନ୍ ରେ ସମବାୟ ନିର୍ବାଚନ

ଜୁନ୍ ରେ ସମବାୟ ନିର୍ବାଚନ

April 5, 2022

Recent News

ଗୋଟିଏ ପରିବାରର ୫ ଜଣକୁ ହତ୍ୟା

ଗୋଟିଏ ପରିବାରର ୫ ଜଣକୁ ହତ୍ୟା

April 18, 2022
ଶ୍ରୀଲଙ୍କା ରେ ଖାଦ୍ୟ ସଙ୍କଟ

ଶ୍ରୀଲଙ୍କା ରେ ଖାଦ୍ୟ ସଙ୍କଟ

April 7, 2022

Quick Links

  • Home
  • ମୋ ଓଡିଶା
  • ଦେଶ ବିଦେଶ
  • ଅର୍ଥନୀତି
  • ରାଜନୀତି
  • ଶିକ୍ଷା ଓ ସ୍ୱାସ୍ଥ୍ୟ
  • ସାହିତ୍ୟ ଓ ସଂସ୍କୃତି
  • ଅନ୍ୟାନ୍ୟ
  • ଭଲ ଖବର
  • ବିଶେଷ
  • ଅଭିମତ

Address

Bhubaneswar

Odisha

India

© 2020

No Result
View All Result
  • Home
  • ମୋ ଓଡିଶା
  • ଦେଶ ବିଦେଶ
  • ଅର୍ଥନୀତି
  • ରାଜନୀତି
  • ଶିକ୍ଷା ଓ ସ୍ୱାସ୍ଥ୍ୟ
  • ସାହିତ୍ୟ ଓ ସଂସ୍କୃତି
  • ଅନ୍ୟାନ୍ୟ
  • ଭଲ ଖବର
  • ବିଶେଷ
  • ଅଭିମତ

© 2020