headlineodisha
Sunday, December 10, 2023
  • Home
  • ମୋ ଓଡିଶା
  • ଦେଶ ବିଦେଶ
  • ଅର୍ଥନୀତି
  • ରାଜନୀତି
  • ଶିକ୍ଷା ଓ ସ୍ୱାସ୍ଥ୍ୟ
  • ସାହିତ୍ୟ ଓ ସଂସ୍କୃତି
  • ଅନ୍ୟାନ୍ୟ
  • ଭଲ ଖବର
  • ବିଶେଷ
  • ଅଭିମତ
headlineodisha
  • Home
  • ମୋ ଓଡିଶା
  • ଦେଶ ବିଦେଶ
  • ଅର୍ଥନୀତି
  • ରାଜନୀତି
  • ଶିକ୍ଷା ଓ ସ୍ୱାସ୍ଥ୍ୟ
  • ସାହିତ୍ୟ ଓ ସଂସ୍କୃତି
  • ଅନ୍ୟାନ୍ୟ
  • ଭଲ ଖବର
  • ବିଶେଷ
  • ଅଭିମତ
headline odisha
Home ରାଜନୀତି

ଶେଷ ହେଲା ଚତୁର୍ଥ ପର୍ଯ୍ୟାୟ ମତଦାନ

by Headline Odisha
in ରାଜନୀତି
0
ଶେଷ ହେଲା ଚତୁର୍ଥ ପର୍ଯ୍ୟାୟ ମତଦାନ
Share
  •  
  •  
  •  
  •  

ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ର ଚତୁର୍ଥ ପର୍ଯ୍ୟାୟ ଭୋଟ ଶେଷ ହୋଇଛି।୭୦ପ୍ରତିଶତ ରୁ ଅଧିକ ପ୍ରତିଶତ ଭୋଟ ଗ୍ରହଣ ହୋଇଛି।ତିନି ପର୍ଯ୍ୟାୟ ରେ ହିଂସା କୁ ଦୃଷ୍ଟିରେ ରଖି ଚତୁର୍ଥ ପର୍ଯ୍ୟାୟ ରେ ସୁରକ୍ଷା ବ୍ୟବସ୍ଥା କୁ କଡ଼ାକଡ଼ି କରାଯାଇଥିଲା।ପୂର୍ବ ପର୍ଯ୍ୟାୟ ଗୁଡ଼ିକ ରେ ୨୪୦ପ୍ଲାଟୁନ୍ ପୋଲିସ ଫୋର୍ସ ମୁତୟନ କରାଯାଇଥିବା ବେଳେ ଚତୁର୍ଥ ପର୍ଯ୍ୟାୟ ରେ ୨୫୭ ପ୍ଲାଟୁନ୍ ପୋଲିସ ଫୋର୍ସ ମୁତୟନ ହୋଇଥିଲା।ଆଜି ୨୭ଟି ଜିଲ୍ଲା ରେ ୬୪ବ୍ଲକ୍ ରେ ୧୬୩ଟି ଜିଲ୍ଲାପରିଷଦ ଜୋନ୍ ରେ ମତଦାନ ହୋଇଥିଲା।ସକାଳ ୭ଟା ରୁ ଦିନ ୧ଟା ପର୍ଯ୍ୟନ୍ତ ଭୋଟ ଗ୍ରହଣ ହୋଇଥିଲା।ମୋଟ ୧୭,୦୮୯ବୁଥ ରେ ୫୧ଲକ୍ଷ ୩୧ହାଜର ୭୨୭ଜଣ ଭୋଟର୍ ଥିଲେ।୧୬୩ଟି ଜିଲ୍ଲା ପରିଷଦ ଜୋନ ରେ ୬୬୭ଜଣ ପ୍ରାର୍ଥୀ ପ୍ରତିଦ୍ବନ୍ଦିତା କରୁଛନ୍ତି।ଚଳିତ ପଞ୍ଚାୟତ ନିର୍ବାଚନ ୫ଟି ପାର୍ଯ୍ୟରେ ଅନୁଷ୍ଠିତ ହେଉଛି।ଫେବୃଆରୀ ୨୪ଶେଷ ପର୍ଯ୍ୟାୟ ଭୋଟ ଥିବା ବେଳେ ଫେବୃଆରୀ ୨୮ରେ ଘୋଷଣା ହେବ ଫଳା ଫଳ ।

ଗୋଟିଏ ପରିବାରର ୫ ଜଣକୁ ହତ୍ୟା

ଗୋଟିଏ ପରିବାରର ୫ ଜଣକୁ ହତ୍ୟା

April 18, 2022
ଶ୍ରୀଲଙ୍କା ରେ ଖାଦ୍ୟ ସଙ୍କଟ

ଶ୍ରୀଲଙ୍କା ରେ ଖାଦ୍ୟ ସଙ୍କଟ

April 7, 2022
ଜୁନ୍ ରେ ସମବାୟ ନିର୍ବାଚନ

ଜୁନ୍ ରେ ସମବାୟ ନିର୍ବାଚନ

April 5, 2022

Recent News

ଗୋଟିଏ ପରିବାରର ୫ ଜଣକୁ ହତ୍ୟା

ଗୋଟିଏ ପରିବାରର ୫ ଜଣକୁ ହତ୍ୟା

April 18, 2022
ଶ୍ରୀଲଙ୍କା ରେ ଖାଦ୍ୟ ସଙ୍କଟ

ଶ୍ରୀଲଙ୍କା ରେ ଖାଦ୍ୟ ସଙ୍କଟ

April 7, 2022

Quick Links

  • Home
  • ମୋ ଓଡିଶା
  • ଦେଶ ବିଦେଶ
  • ଅର୍ଥନୀତି
  • ରାଜନୀତି
  • ଶିକ୍ଷା ଓ ସ୍ୱାସ୍ଥ୍ୟ
  • ସାହିତ୍ୟ ଓ ସଂସ୍କୃତି
  • ଅନ୍ୟାନ୍ୟ
  • ଭଲ ଖବର
  • ବିଶେଷ
  • ଅଭିମତ

Address

Bhubaneswar

Odisha

India

© 2020

No Result
View All Result
  • Home
  • ମୋ ଓଡିଶା
  • ଦେଶ ବିଦେଶ
  • ଅର୍ଥନୀତି
  • ରାଜନୀତି
  • ଶିକ୍ଷା ଓ ସ୍ୱାସ୍ଥ୍ୟ
  • ସାହିତ୍ୟ ଓ ସଂସ୍କୃତି
  • ଅନ୍ୟାନ୍ୟ
  • ଭଲ ଖବର
  • ବିଶେଷ
  • ଅଭିମତ

© 2020