headlineodisha
Tuesday, July 1, 2025
  • Home
  • ମୋ ଓଡିଶା
  • ଦେଶ ବିଦେଶ
  • ଅର୍ଥନୀତି
  • ରାଜନୀତି
  • ଶିକ୍ଷା ଓ ସ୍ୱାସ୍ଥ୍ୟ
  • ସାହିତ୍ୟ ଓ ସଂସ୍କୃତି
  • ଅନ୍ୟାନ୍ୟ
  • ଭଲ ଖବର
  • ବିଶେଷ
  • ଅଭିମତ
headlineodisha
  • Home
  • ମୋ ଓଡିଶା
  • ଦେଶ ବିଦେଶ
  • ଅର୍ଥନୀତି
  • ରାଜନୀତି
  • ଶିକ୍ଷା ଓ ସ୍ୱାସ୍ଥ୍ୟ
  • ସାହିତ୍ୟ ଓ ସଂସ୍କୃତି
  • ଅନ୍ୟାନ୍ୟ
  • ଭଲ ଖବର
  • ବିଶେଷ
  • ଅଭିମତ
headline odisha
Home ଶିକ୍ଷା ଓ ସ୍ୱାସ୍ଥ୍ୟ

ଫେବୃଆରୀ ୨୮ରୁ ଆରମ୍ଭ ହେବ ପାଠପଢ଼ା

by Headline Odisha
in ଶିକ୍ଷା ଓ ସ୍ୱାସ୍ଥ୍ୟ
0
ଫେବୃଆରୀ ୨୮ରୁ ଆରମ୍ଭ ହେବ ପାଠପଢ଼ା
Share
  •  
  •  
  •  
  •  

ଆସନ୍ତା ୧୪ତାରିଖରୁ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଖୋଲିବ ନାହିଁ। ପଞ୍ଚାୟତ ନିର୍ବାଚନ ଶେଷ ହେବା ପରେ ଫେବୃଆରୀ ୨୮ରୁ ପ୍ରଥମରୁ ସପ୍ତମ ଶ୍ରେଣୀ ଛାତ୍ର ଛାତ୍ରୀ ବିଦ୍ୟାଳୟକୁ ଆସିବେ।ଦୀର୍ଘ ଦୁଇ ବର୍ଷ ହେବ ସ୍କୁଲ୍ ବନ୍ଦ ଥିବାରୁ ବିଦ୍ୟାଳୟ ଗୁଡ଼ିକୁ ସଫା କରାଯିବ।ଅଧିକାଂଶ ଶିକ୍ଷକ ନିର୍ବାଚନ କାର୍ଯ୍ୟ ରେ ନିୟୋଜିତ ଅଛନ୍ତି।ସମସ୍ତ ଜିଲ୍ଲାର ଜିଲ୍ଲାପାଳ ଏବଂ ଜିଲ୍ଲା ଶିକ୍ଷା ଅଧିକାରୀ ଙ୍କ ସହିତ ସମୀକ୍ଷା ବୈଠକ ହେବା ପରେ ଏହି ନିଷ୍ପତି ନିଆଯାଇଛି।୧୪ପରିବର୍ତ୍ତେ ଫେବୃଆରୀ ୨୮ରୁ ପ୍ରଥମ _ସପ୍ତମ ଶ୍ରେଣୀ କ୍ଲାସ୍ ଆରମ୍ଭ ହେବ।ପୂର୍ବ ପରି ଅଷ୍ଟମ ରୁ ଦ୍ଵାଦଶ ଶ୍ରେଣୀ ପିଲାଙ୍କ ପାଠ ପଢା ଜାରି ରହିବ।ରାଜ୍ୟରେ କରୋନା ସ୍ଥିତି ର ସୁଧାର ଆସିବା ପରେ ରାଜ୍ୟ ସରକାର ସ୍କୁଲ୍ ଖୋଲିବା ନିଷ୍ପତି ନେଇଛନ୍ତି।

ଗୋଟିଏ ପରିବାରର ୫ ଜଣକୁ ହତ୍ୟା

ଗୋଟିଏ ପରିବାରର ୫ ଜଣକୁ ହତ୍ୟା

April 18, 2022
ଶ୍ରୀଲଙ୍କା ରେ ଖାଦ୍ୟ ସଙ୍କଟ

ଶ୍ରୀଲଙ୍କା ରେ ଖାଦ୍ୟ ସଙ୍କଟ

April 7, 2022
ଜୁନ୍ ରେ ସମବାୟ ନିର୍ବାଚନ

ଜୁନ୍ ରେ ସମବାୟ ନିର୍ବାଚନ

April 5, 2022

Recent News

ଗୋଟିଏ ପରିବାରର ୫ ଜଣକୁ ହତ୍ୟା

ଗୋଟିଏ ପରିବାରର ୫ ଜଣକୁ ହତ୍ୟା

April 18, 2022
ଶ୍ରୀଲଙ୍କା ରେ ଖାଦ୍ୟ ସଙ୍କଟ

ଶ୍ରୀଲଙ୍କା ରେ ଖାଦ୍ୟ ସଙ୍କଟ

April 7, 2022

Quick Links

  • Home
  • ମୋ ଓଡିଶା
  • ଦେଶ ବିଦେଶ
  • ଅର୍ଥନୀତି
  • ରାଜନୀତି
  • ଶିକ୍ଷା ଓ ସ୍ୱାସ୍ଥ୍ୟ
  • ସାହିତ୍ୟ ଓ ସଂସ୍କୃତି
  • ଅନ୍ୟାନ୍ୟ
  • ଭଲ ଖବର
  • ବିଶେଷ
  • ଅଭିମତ

Address

Bhubaneswar

Odisha

India

© 2020

No Result
View All Result
  • Home
  • ମୋ ଓଡିଶା
  • ଦେଶ ବିଦେଶ
  • ଅର୍ଥନୀତି
  • ରାଜନୀତି
  • ଶିକ୍ଷା ଓ ସ୍ୱାସ୍ଥ୍ୟ
  • ସାହିତ୍ୟ ଓ ସଂସ୍କୃତି
  • ଅନ୍ୟାନ୍ୟ
  • ଭଲ ଖବର
  • ବିଶେଷ
  • ଅଭିମତ

© 2020